ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୩୫୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୨୫୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author