ପୁଣି ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୦୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୮,୦୦୦ ଟଙ୍କା ଥିଲା ।
ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ-ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି ଅର୍ଥାତ ରବିବାର ଦେଶରେ ସୁନା-ରୁପା ମୂଲ୍ୟ(Gold-Silver Rate)ରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ୧୦ ଗ୍ରାମ ସୁନା ଦର(Gold Rate)ରେ ୧୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ(Gold Price) ୫୨,୨୩୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୨,୨୨୦ ଟଙ୍କା ଥିଲା । ସେହିପରି ଦେଶରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କା ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ଦର ୫୧,୨୩୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୧,୨୨୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଅଧିକ ପଢ଼ନ୍ତୁ:-ଫେକ୍ ନ୍ୟୁଜକୁ ନେଇ ବିଜେପି ଓ ଆରଏସଏସ ଉପରେ ବର୍ଷିଲେ ରାହୁଲ, କହିଲେ ଏପରି କିଛି...
ସେହିପରି ଆଜି ଦେଶରେ ରୁପା ମୂଲ୍ୟ(Silver Price)ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୦୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୮,୦୦୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ପୁଣି ମୋଦି ସରକାର ଉପରେ କଡ଼ା ପ୍ରହାର କଲେ ସୋନିଆ ଗାନ୍ଧୀ, କହିଲେ ଏପରି କିଛି
ଅଧିକ ପଢ଼ନ୍ତୁ:-ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ଖୁବ୍ ଶୀଘ୍ର ଏହି ଉପହାର ଦେବାକୁ ଯାଉଛନ୍ତି ମୋଦି ସରକାର
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର(Bhubaneswar)ରେ ସୁନା ମୂଲ୍ୟ(Gold Rate)ରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୫,୬୬୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୫,୬୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୧୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୦୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୧,୦୦୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-'ସମ୍ୱିତ ପାତ୍ର ହେଉଛନ୍ତି ମୋ ସ୍ୱାମୀଙ୍କ ହତ୍ୟାକାରୀ'
ଅଧିକ ପଢ଼ନ୍ତୁ:-LIC ଅଛି ତ ହୋଇଯାଆନ୍ତୁ ସାବଧାନ ! ନ ହେଲେ ବୁଡ଼ି ଯାଇପାରେ ଆପଣଙ୍କ ଟଙ୍କା
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର(Silver Price)ରେ ବି ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୦୧୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୦୦୦ ଟଙ୍କା ଥିଲା ।