ସୁନା-ରୁପା ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୧,୦୫୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

About the Author