ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟରେ ସ୍ୱଳ୍ପ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୧,୨୦୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author