ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୭,୭୦୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author