ସୁନା-ରୁପା ମୂଲ୍ୟରେ ସାମାନ୍ୟ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୫୦୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍
Image Credit: ଡିଜାଇନ୍ ଫଟୋ

About the Author