ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୧,୦୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୯,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୫୧୦ ଟଙ୍କା ଥିଲା ।

ପୁଣି କମିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

About the Author