ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

Gold-Silver Rate: ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୯୦ ଟଙ୍କା ରହିଛି । ଯାହା ଗତକାଲି ୬,୧୦୦ ଟଙ୍କା ଥିଲା ।

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ରବିବାର) ଅର୍ଥାତ ଜୁନ ୧୯ରେ ସୁନା ମୂଲ୍ୟ (Gold Price) ସ୍ଥିର ରହିଥିବାବେଳେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସେପଟେ ଆଜି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ଅର୍ଥାତ ଶନିବାର ସୁନା ମୂଲ୍ୟରେ ୧୨୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୯୮୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୯୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ମଧ୍ୟ ସ୍ଥିର ରହିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୬୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୫୦ ଟଙ୍କା ଥିଲା ।
 
ସେପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୯୦ ଟଙ୍କା ରହିଛି । ଯାହା ଗତକାଲି ୬,୧୦୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ସ୍ଥିର ରହିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୧୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୧୦ ଟଙ୍କା ରହିଛି । ଯାହା ଗତକାଲି ଅର୍ଥାତ ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ମଧ୍ୟ ସ୍ଥିର ରହିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୬୫୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୫୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଶ୍ରୀମନ୍ଦିର ଉପରେ କାହିଁକି ଉଡ଼ନ୍ତି ନାହିଁ ପକ୍ଷୀ ଓ ବିମାନ, ଜାଣନ୍ତୁ ଏହାର କାରଣ

ଏହା ବି ପଢ଼ନ୍ତୁ:-ପୁରୀ ଜଗନ୍ନାଥ ମନ୍ଦିର ଉପରେ ହୋଇଛି ୧୭ ଥର ଆକ୍ରମଣ, କ'ଣ ଆପଣ ଜାଣିଛନ୍ତି ଏହା ବିଷୟରେ...

ଏହା ବି ପଢ଼ନ୍ତୁ:-ପାରାସିଟାମୋଲ ସମେତ ଏହି ୧୬ଟି ଔଷଧକୁ ନେଇ ଆସିଲା ବଡ଼ ଖବର

 

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୫,୦୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୫୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୩୦ ଟଙ୍କା ରହିଛି । ଯାହା ଗତକାଲି ୬,୧୦୦ ଟଙ୍କା ଥିଲା ।