ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଶୁକ୍ରବାର ଦେଶରେ ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ଶନିବାର ରୁପା ଦରରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି ।

ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

About the Author