ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ଦେଶରେ ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ଶନିବାର ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ରବିବାର ରୁପା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ ।

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

About the Author