ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ଗୁରୁବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୧୧୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଗୁରୁବାର ରୁପା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି ।

ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

About the Author