• ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିବେ ଅଷ୍ଟ୍ରେଲିଆର ବାଣିଜ୍ୟ ଏବଂ ବିନିଯୋଗ ମନ୍ତ୍ରୀ ଡାନ ତେହାନ।
  • ପଞ୍ଜାବ: ୧୯୯୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଅନିରୁଦ୍ଧ ତେୱାରୀ ରାଜ୍ୟର ନୂତନ ମୁଖ୍ୟ ସଚିବ ଭାବେ ନିଯୁକ୍ତ।
  • ଗୁଜୁରାଟ ମୁନ୍ଦ୍ରା ବନ୍ଦର ହିରୋଇନ୍ ଜବତ ମାମଲାରେ ମନି ଲଣ୍ଡରିଂର ଯାଞ୍ଚ କରିବ ED।
  • ମାଲକାନିଗିର: ମୋଟୁ ଥାନା ଆଇଆଇସି ସୁଶାନ୍ତ ସାହୁ ଗିରଫ।
  • ଓଡ଼ିଶା ପଶ୍ଚିମବଙ୍ଗ ସୀମାନ୍ତ ଉଦୟପୁର ବେଳାଭୂମିର ୫୦ ଫୁଟରୁ ଅଧିକ ଭିତରକୁ ପଶି ରାତି ଅଧିଆ ପାଚେରୀ ଭାଙ୍ଗି ନେଲା ପଶ୍ଚିମବଙ୍ଗ ପ୍ରଶାସନ।
  • ବାଲିଆପାଳ ଗେଁଗୁତିଆରେ ପରକିୟା ପ୍ରୀତିରୁ ହତ୍ୟାକାଣ୍ଡ । ମୃତକ ଜଣକ ତରୁଣ ପାତ୍ର, ପୋଲିସର ତଦନ୍ତ ଜାରି ।
  • ମୟୂରଭଞ୍ଜ: ମୃତା କାଞ୍ଚନି ପରିବାରକୁ ୫୦ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଲେ ବିଜେଡି ବିଧାୟକ ପ୍ରଣବ ଦାସ ।
  • ଆମେରିକାର ପ୍ରଥମ ଦିନ ଗସ୍ତରେ ଉପରାଷ୍ଟ୍ରପତି କମଳା ହାରିସ ଓ ବିଶ୍ୱସ୍ତରୀୟ CEOଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି ।
  • କେନ୍ଦୁଝରରେ ନେସ୍କୋ ଯନ୍ତ୍ରୀ ମହେଶ୍ଵର ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ବୃଦ୍ଧି ଘଟି ଥିଲା । ସେହିପରି ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୦୦ ଟଙ୍କାରେ ପହଞ୍ଚିଛି ।

ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ଦେଶରେ ମଙ୍ଗଳବାର ସୁନା-ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ସୋମବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୬୬୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୭,୮୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୬୬୦ ଟଙ୍କାରେ ପହଞ୍ଚିଛି । ସୋମବାର ଏହାର ମୂଲ୍ୟ ୪୬,୮୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍ ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ସେହିପରି ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୧୦ ଟଙ୍କା ରହିଛି । ଯାହା ସୋମବାର ୬,୭୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପୁରୁଷମାନେ ପ୍ରତିଦିନ ଏହି ସମୟରେ ଖାଆନ୍ତୁ ରସୁଣର କେବଳ ଗୋଟିଏ କୋଲା, ତା’ପରେ ଦେଖନ୍ତୁ ଚମତ୍କାର!

ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ବୃଦ୍ଧି ଘଟି ଥିଲା । ସେହିପରି ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୯୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୮୯୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୬,୮୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଆମେରିକା ଓ ବ୍ରିଟେନକୁ ଯୁଦ୍ଧ ଧମକ ଦେଲେ ପୁଟିନ, କହିଲେ-ଯୁଦ୍ଧ ପାଇଁ ପ୍ରସ୍ତୁତ ଋଷର ସେନା

ଅନ୍ୟପଟେ ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ମଙ୍ଗଳବାର ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୧୦ ଟଙ୍କା ରହିଛି । ଯାହା ସୋମବାର ୬,୭୫୦ ଟଙ୍କା ଥିଲା ।