• ଗଞ୍ଜାମ ଭଞ୍ଜନଗର ବ୍ଲକ୍‌ କୁଟୁଣୁକୁମ୍ପା ଗାଁରେ ଗୁଳିମାଡ଼
  • ଗୁରୁତର ଆହତ ଶିବରାମ ନାୟକ ବ୍ରହ୍ମପୁର ବଡ଼ ମେଡିକାଲ ଭର୍ତ୍ତି
  • ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬ ,୧୧୫ଟି ନୂଆ କୋରୋନା ମାମଲା ଚିହ୍ନଟ, ୨୫୨ ମୃତ
  • ଦିନକରେ ରାଜ୍ୟରେ ଆଉ ୪୬୨ କୋରୋନା ଆକ୍ରାନ୍ତ ଚିହ୍ନଟ, ୫ ମୃତ
  • ବାଲେଶ୍ବର ମଥାନୀରେ ଜଳକା ବିପଦ ସଂକେତ ଉପରେ ପ୍ରବାହିତ
  • ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଟିମ୍‌କୁ ବୋମା ବିସ୍ଫୋରଣ ଧମକ !
  • ନ୍ୟୁଜିଲାଣ୍ଡ ଟିମ୍‌କୁ ନେଇ ଇଂଲଣ୍ଡ ଓ ୱେଲ୍ସ କ୍ରିକେଟ ବୋର୍ଡକୁ ଆସିଛି ଧମକପୂର୍ଣ୍ଣ ଇ-ମେଲ୍‌
  • ଆସନ୍ତା ୨୫ରେ ଆମେରିକାରେ ଆୟୋଜିତ ହେବ କ୍ବାଡ଼ ସମ୍ମିଳନୀ
  • କେନ୍ଦୁଝରରେ ନେସ୍କୋ ଯନ୍ତ୍ରୀ ମହେଶ୍ଵର ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କ'ଣ ରହିଛି ରେଟ୍

ଗୁରୁବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ  ସୁନା ଦରରେ ବୃଦ୍ଧି ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ଦେଶରେ ଗୁରୁବାର ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୧୮୦ ଟଙ୍କାର ବୃଦ୍ଧି ଘଟିଛି । ସେହିପରି ଗୁରୁବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୭୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୭,୮୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୩୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୦୭୦ ଟଙ୍କାରେ ପହଞ୍ଚିଛି । ବୁଧବାର ଏହାର ମୂଲ୍ୟ ୪୬,୮୫୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

 

ସେହିପରି ଗୁରୁବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ଗୁରୁବାର ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୪୦୦ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୨୦ ଟଙ୍କା ରହିଛି । ଯାହା ବୁଧବାର ୬,୬୪୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଝାଡଖଣ୍ଡରେ ବିଚାରପତିଙ୍କ ମୃତ୍ୟୁ ମାମଲାରେ ବଡ଼ ଖୁଲାସା, ଚୋରି ହୋଇଥିବା ଟେମ୍ପୋ ଚଢ଼େଇ କରାଇଯାଇଥିଲା ହତ୍ୟା!

ଗୁରୁବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ  ସୁନା ଦରରେ ବୃଦ୍ଧି ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୦୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୦୨୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଏହାର ମୂଲ୍ୟ ୪୬,୯୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-'କାରରେ ବସାଇଲା ...ଚାପୁଡ଼ା ମାରିଲା...ଶେଷରେ କାଟି ଦେଲା ଗଳା', ପ୍ରସିଦ୍ଧ ହାସ୍ୟ ଅଭିନେତାଙ୍କୁ ହତ୍ୟା କରିବା ପୂର୍ବରୁ ଭିଡିଓ ଜାରି କଲା ତାଲିବାନ

ଅନ୍ୟପଟେ ଗୁରୁବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୭୦୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଗୁରୁବାର ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୪୦୦ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୨୦ ଟଙ୍କା ରହିଛି । ଯାହା ବୁଧବାର ୬,୬୪୦ ଟଙ୍କା ଥିଲା ।