ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟ ସ୍ଥିର ରହିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ହ୍ରାସ ଘଟିଥିଲା । 

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ସୋମବାର ଅର୍ଥାତ ନଭେମ୍ୱର ୨୯ରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ସମାନ ସ୍ଥିତି ଦେଖାଦେଇଛି । ଦେଶରେ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ସୋମବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୩୧୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୭,୩୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୩୧୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୬,୩୨୦ ଟଙ୍କା ଥିଲା ।

ସେପଟେ ସୋମବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ସୋମବାର ରୁପା ଦରରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୭୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୬,୨୦୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟ ସ୍ଥିର ରହିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ସୋମବାର ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୩୦ ଟଙ୍କା ରହିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୩୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୪୦ ଟଙ୍କା ରହିଛି । ଯାହା ରବିବାର ଏହାର ମୂଲ୍ୟ ୪୯,୨୪୦ ଟଙ୍କା ଥିଲା ।

ସୋମବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ସୋମବାର ରୁପା ଦରରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୭୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୬,୨୦୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ପତିଙ୍କ ସହ ପ୍ରକାଶ ପର୍ବ ପାଳନ କରିବା ପାଇଁ ଲାହୋରକୁ ଯାଇଥିଲେ ମହିଲା, ଜଣେ ପାକିସ୍ତାନୀ ବ୍ୟକ୍ତିଙ୍କୁ କଲେ ବିବାହ

ଏହା ବି ପଢ଼ନ୍ତୁ:-ଭାରତୀୟ ବଂଶୋଦ୍ଭବ ଏହି ୨ ଖେଳାଳି ଭାଙ୍ଗିଲେ ଟିମ୍ ଇଣ୍ଡିଆର ସ୍ୱପ୍ନ, ଶେଷ ୫୨ ବଲ୍ ପର୍ଯ୍ୟନ୍ତ ଚାଲିଥିଲା ସଂଘର୍ଷ

ଏହା ବି ପଢ଼ନ୍ତୁ:-୩୦ ବର୍ଷ ପରେ କଂଗ୍ରେସରେ ଦେଖିବାକୁ ମିଳୁଛି 'ଖୁସି', କିନ୍ତୁ ୟୁପି ଜିତିବା ପାଇଁ ଦଳ ସାମ୍ନାରେ ରହିଛି ଏସବୁ ଚ୍ୟାଲେଞ୍ଜ

ଏହା ବି ପଢ଼ନ୍ତୁ:-ଚୀନର ଋଣ ଜାଲରେ ଫସିଲା ଆଉ ଏକ ଦେଶ, 'ଡ୍ରାଗନ'କୁ ହସ୍ତାନ୍ତର କରିବାକୁ ବାଧ୍ୟ ହେଲା ଦେଶର ଏକମାତ୍ର ଅନ୍ତର୍ଜାତୀୟ ବିମାନବନ୍ଦର