ଜାରି ହେଲା ଆଜିର ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ବୁଧବାର ରୁପା ଦରରେ ୩୫୦ ଟଙ୍କାର ବୃଦ୍ଧି ଘଟିଛି ।

ଜାରି ହେଲା ଆଜିର ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

About the Author