ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶୁକ୍ରବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିଲା ।

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

About the Author