ରୁପା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ଆଜି ସୁନା ରେଟ୍
Advertisement

ରୁପା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ଆଜି ସୁନା ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ ହ୍ରାସ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । 

ରୁପା ମୂଲ୍ୟରେ ହ୍ରାସ, ଜାଣନ୍ତୁ କ'ଣ ରହିଛି ଆଜି ସୁନା ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ସୋମବାର) ଅର୍ଥାତ ଡିସେମ୍ୱର ୬ରେ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ରୁପା ମୂଲ୍ୟ (Gold Silevr Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଦେଶରେ ଗତକାଲି ଅର୍ଥାତ ରବିବାର ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଯାହା ପରେ ଆଜି ୧୦ ଗ୍ରାମ ସୁନା ମୂଲ୍ୟ ୪୭,୫୧୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୫୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ୧୦ ଗ୍ରାମ ସୁନା ଦର ୪୬,୫୧୦ ଟଙ୍କା ରହିଛି । ଯାହା ରବିବାର ଏହାର ମୂଲ୍ୟ ୪୬,୫୧୦ ଟଙ୍କା ଥିଲା ।

ସେପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବାବେଳେ ଆଜି (ସୋମବାର) ରୁପା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୧୬୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ ହ୍ରାସ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୮୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୪,୫୧୦ ଟଙ୍କା ଥିଲା ।

ସେପଟେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି (ସୋମବାର) ରୁପା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୧୬୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଶାରୀରିକ ସମ୍ପର୍କ ଗଢ଼ୁଥିବା ବେଳେ ପୁରୁଷଙ୍କୁ ଲାଗିପାରେ ଏପରି ଆଘାତ! ଜାଣନ୍ତୁ ଏହାର କାରଣ ଓ ଲକ୍ଷଣ

ଏହା ବି ପଢ଼ନ୍ତୁ:-କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୨୧୧ ସଂକ୍ରମିତ

ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏହା ବି ପଢ଼ନ୍ତୁ:-ଏଣିକି ବିନା ଟିକେଟରେ ଟ୍ରେନରେ ଯାତ୍ରା କରିପାରିବେ ଯାତ୍ରୀ, ବିଶେଷ ନିୟମ କରିଛି ରେଲୱେ, ଜାଣନ୍ତୁ କିପରି?

ଏହା ବି ପଢ଼ନ୍ତୁ:-୨୨ ଦେଶ ମିଳିତ ଭାବେ ତାଲିବାନକୁ ଦେଲେ ଚେତାବନୀ