ପୁଣି ଖସିଲା ରୁପା ଦର, ଜାଣନ୍ତୁ କ'ଣ ରହିଛି ଆଜି ସୁନା ରେଟ୍
Advertisement

ପୁଣି ଖସିଲା ରୁପା ଦର, ଜାଣନ୍ତୁ କ'ଣ ରହିଛି ଆଜି ସୁନା ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା ।

ପୁଣି ଖସିଲା ରୁପା ଦର, ଜାଣନ୍ତୁ କ'ଣ ରହିଛି ଆଜି ସୁନା ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ମଙ୍ଗଳବାର) ଅର୍ଥାତ ଡିସେମ୍ୱର ୭ରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଥିବା ବେଳେ ରୁପା ମୂଲ୍ୟ (Gold Silevr Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଦେଶରେ ଗତକାଲି ଅର୍ଥାତ ସୋମବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଆଜି ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୫୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୩୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୮୨୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୬,୫୧୦ ଟଙ୍କା ଥିଲା ।

ସେପଟେ ଆଜି ମଧ୍ୟ ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ଆଜି (ସୋମବାର) ରୁପା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୧୫୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୭୦ ଟଙ୍କା ରହିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୭୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୭୫୦ ଟଙ୍କା ରହିଛି । ଯାହା ସୋମବାର ଏହାର ମୂଲ୍ୟ ୪୪,୭୫୦ ଟଙ୍କା ଥିଲା ।

ସେପଟେ ଆଜି ମଧ୍ୟ ରାଜଧାନୀ ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି (ସୋମବାର) ମଧ୍ୟ ରୁପା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୧୫୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଓମିକ୍ରନ୍ ଭାରିଆଣ୍ଟକୁ ଡେଲ୍ଟା ଅପେକ୍ଷା ଅଧିକ ସଂକ୍ରାମକ କରିଥାଏ ଏହି ୩ଟି ଜିନିଷ

ଏହା ବି ପଢ଼ନ୍ତୁ:-ଗୁଡ୍ ନ୍ୟୁଜ୍! ଆକାଉଣ୍ଟରେ ଆସିଲା PF ସୁଧ ଟଙ୍କା, ଏହିପରି ଚେକ୍ କରନ୍ତୁ ବାଲାନ୍ସ

ଏହା ବି ପଢ଼ନ୍ତୁ:-କେବଳ ୨ ଚାମଚ ମେଥିର ସେବନ ପୁରୁଷଙ୍କ ଯୌନ ସ୍ୱାସ୍ଥ୍ୟ ପାଇଁ ହୋଇଥାଏ ବହୁତ ଲାଭଦାୟକ, ଜାଣନ୍ତୁ କିପରି...

ଏହା ବି ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଏହା ବି ପଢ଼ନ୍ତୁ:-କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍