ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୧୫୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୯୫୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Image Credit: ଡିଜାଇନ ଫଟୋ

About the Author