ନୂଆ ରେକର୍ଡ ସ୍ତରରେ ପହଞ୍ଚିଲା ସୁନା-ରୁପା ମୂଲ୍ୟ

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୪୫୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୬,୭୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୫,୨୫୦ ଟଙ୍କା ଥିଲା ।

ନୂଆ ରେକର୍ଡ ସ୍ତରରେ ପହଞ୍ଚିଲା ସୁନା-ରୁପା ମୂଲ୍ୟ

About the Author