ପୁଣି ସୁନା-ରୁପା ଦରରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପଟେ ଆଜି ପୁଣି ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨୦୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୦୦୦ ଟଙ୍କା ଥିଲା ।

ପୁଣି ସୁନା-ରୁପା ଦରରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Image Credit: ଫଟୋ ସୌଜନ୍ୟ: ସୋସିଆଲ ମିଡିଆ

About the Author