ସପ୍ତାହର ପ୍ରଥମ ଦିନରେ ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨୯୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୫୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୧୦ ଟଙ୍କା ଥିଲା ।

ସପ୍ତାହର ପ୍ରଥମ ଦିନରେ ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author