ନୂଆଦିଲ୍ଲୀ: Gold-Silver Rate: ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଜୁଲାଇ ୪ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ସ୍ଥିର ରହିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଦେଶରେ ଗତକାଲି (ରବିବାର) ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୪୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୩୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ୧୦ ଗ୍ରାମ ସୁନା ଦର ୪୮,୦୦୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୦୦୦ ଟଙ୍କା ଥିଲା ।


COMMERCIAL BREAK
SCROLL TO CONTINUE READING

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ଦେଶରେ ରୁପା ମୂଲ୍ୟ ସ୍ଥିର ରହିଥିଲା । ସେହିପରି ଆଜି ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୭,୮୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୭,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୫,୭୮୦ ଟଙ୍କା ରହିଛି । ଯାହା ଗତକାଲି ୫,୭୮୦ ଟଙ୍କା ଥିଲା ।


ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ଭୁବନେଶ୍ୱରରେ ସୁନା ଦର ସ୍ଥିର ରହିଛି । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୪୦ ଟଙ୍କା ରହିଛି । ଯାହା ଗତକାଲି ଅର୍ଥାତ ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୩୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୦୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୦୦୦ ଟଙ୍କା ଥିଲା ।


ଏହା ବି ପଢ଼ନ୍ତୁ:-ସିନ୍ଦେ ସରକାରଙ୍କ ସଂଖ୍ୟାଗରିଷ୍ଠତା ପ୍ରମାଣକୁ ନେଇ ଉଦ୍ଧବ ଠାକରେଙ୍କ ଆସିଲା ପ୍ରଥମ ପ୍ରତିକ୍ରୟା, ବିଦ୍ରୋହୀ ବିଧାୟକ ଓ ବିଜେପିକୁ କଲେ ଏହି ଚ୍ୟାଲେଞ୍ଜ


ଏହା ବି ପଢ଼ନ୍ତୁ:-'ଦ୍ରୌପଦୀ ମୁର୍ମୁ ପ୍ରତିଶୃତି ଦିଅନ୍ତୁ ଯେ ସେ ରାଷ୍ଟ୍ରପତି ହେଲେ ହେବେନି ସରକାରଙ୍କର ରବର ଷ୍ଟାମ୍ପ'


ଏହା ବି ପଢ଼ନ୍ତୁ:-ଯେଉଁ ବିଧାୟକ ଜନତାଙ୍କ ଆଗରେ କାନ୍ଦି କାନ୍ଦି ଉଦ୍ଧବଙ୍କ ପାଇଁ ମାଗିଥିଲେ ସମର୍ଥନ, ସେ ମଧ୍ୟ ସିନ୍ଦେ ଗୋଷ୍ଠୀରେ ହେଲେ ସାମିଲ


 


ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ମଧ୍ୟ ସ୍ଥିର ରହିଛି ।  ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୫,୭୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୭,୮୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୭,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୫,୭୮୦ ଟଙ୍କା ରହିଛି । ଯାହା ଗତକାଲି ୫,୭୮୦ ଟଙ୍କା ଥିଲା ।