ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୭,୨୦୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author