ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୨,୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୬,୬୬୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author