ବଢ଼ିଲା ସୁନା-ରୁପା ଦର, ଜାଣନ୍ତୁ ଆଜିରେ ରେଟ୍

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟ ମଧ୍ୟ ୧୦ ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୬୧୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୬୦୦ ଟଙ୍କା ଥିଲା ।

ବଢ଼ିଲା ସୁନା-ରୁପା ଦର, ଜାଣନ୍ତୁ ଆଜିରେ ରେଟ୍
Image Credit: ଡିଜାଇନ ଫଟୋ

About the Author