ସୁନା-ରୁପା ମୂଲ୍ୟରେ ପୁଣି ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ପାଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୫୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୦୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ପୁଣି ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author