ସୁନା-ରୁପା ଦରରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ପାଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୯୨୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୮୦ ଟଙ୍କା ପହଞ୍ଚିଛି । ପୂର୍ବଦିନ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୩୬୦ ଟଙ୍କା ଥିଲା ।

ସୁନା-ରୁପା ଦରରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author