ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧,୦୧୦ ଟଙ୍କାର ବୃଦ୍ଧ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୪୨୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୪୧୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ

About the Author