ରେକର୍ଡ ସ୍ତରକୁ ଛୁଇଁଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଅନ୍ୟପଟେ ଆଜି ପୁଣି ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୭୦୦ ଟଙ୍କା ଖସିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୫୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୨୦୦ ଟଙ୍କା ଥିଲା ।

ରେକର୍ଡ ସ୍ତରକୁ ଛୁଇଁଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

About the Author