ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୦,୧୬୦ ଟଙ୍କା ରହିଛି । ଯାହା ଗତକାଲି ୫୦,୧୫୦ ଟଙ୍କା ଥିଲା ।

ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍
Image Credit: ଡିଜାଇନ୍ ଫଟୋ

About the Author