ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପଟେ ଆଜି ପୁଣି ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୧୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୨୦ ଟଙ୍କା ଥିଲା ।

ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Image Credit: ଡିଜାଇନ ଫଟୋ

About the Author