ପୁଣି ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଆସିଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୮୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୩୫୦ ଟଙ୍କା ପହଞ୍ଚିଛି । ପୂର୍ବଦିନ ଅର୍ଥାତ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୨୭୦ ଟଙ୍କା ଥିଲା ।

ପୁଣି ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

About the Author