Russia Ukraine War: ଆଉ ଏକ ଯୁଦ୍ଧବିରତୀର ଦାବି କଲେ ଟ୍ରମ୍ପ !

ନୂଆଦିଲ୍ଲୀ: ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଏବଂ ପ୍ରବଳ ଥଣ୍ଡା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମାନବିକତା ଆଧାରରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ସେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଅନ୍ୟାନ୍ୟ ସହର ଉପରେ ଆକ୍ରମଣକୁ ଅତି କମରେ ଗୋଟିଏ ସପ୍ତାହ ପାଇ

Russia Ukraine War: ଆଉ ଏକ ଯୁଦ୍ଧବିରତୀର ଦାବି କଲେ ଟ୍ରମ୍ପ !

About the Author