ଆଗକୁ ସମ୍ଭାଳି ହେବ ତ ? ଦିନକରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ

ଦେଶରେ ଏପର୍ଯ୍ୟନ୍ତ ୧୦ଲକ୍ଷ ୭୭ ହଜାର ୬୧୮ ଆକ୍ରାନ୍ତ ଚିହ୍ନଟ ହେଲେଣି । ସେହିପରି ୨୬ ହଜାର ୮୧୬ ଜଣଙ୍କ ମୃତ୍ୟୁ ମଧ୍ୟ ହେଲାଣି ।

ଆଗକୁ ସମ୍ଭାଳି ହେବ ତ ? ଦିନକରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ

About the Author