First Woman To Become US President: କିଏ ସେହି କମଲା ହାରିସ, ଯିଏ ହେବେ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ

First Woman To Become US President: ଆମେରିକାର ୪୭ତମ ରାଷ୍ଟ୍ରପତିଙ୍କ ନିର୍ବାଚନ ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବ। ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦୌଡରୁ ଓହରିଛନ୍ତି ଜୋ ବାଇଡେନ। ତାଙ୍କ ବଦଳରେ ସେ ଉପରାଷ୍ଟ୍ରପତି କମଲା ହରିଶଙ୍କୁ ସମର୍ଥନ କରିଥିଲେ।ପ୍ରଥମ ଥର ପାଇଁ ଜଣେ ଭାରତୀୟ ମୂଳ ନେତା ଆମେରିକାର ଶକ୍ତିର ଶୀର୍ଷରେ ପହଞ୍ଚି ବାର ସମ୍ଭବନା ରହିଛି।

First Woman To Become US President: କିଏ ସେହି କମଲା ହାରିସ, ଯିଏ ହେବେ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ
Image Credit: US President

About the Author