ଦିଲ୍ଲୀରେ ୫ ହଜାର ପାର କଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଦିଲ୍ଲୀରେ ବର୍ତ୍ତମାନ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରିଛି । ଦିଲ୍ଲୀ ସରକାରଙ୍କ ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ, ଦିଲ୍ଲୀରେ ୫,୧୦୪ଟି କୋରୋନା ଭାଇରସ ମାମଲା ରହିଛି ।

ଦିଲ୍ଲୀରେ ୫ ହଜାର ପାର କଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା
Image Credit: ଫଟୋ ସୌଜନ୍ୟ: ସୋସିଆଲ ମିଡିଆ

About the Author