ମହାରାଷ୍ଟ୍ରରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଲା, କେବଳ ମୁମ୍ୱାଇରେ ୧୦ ହଜାର ମାମଲା

ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୮୪୧ଟି ନୂଆ କୋରୋନା ମାମଲା ସାମ୍ନାକୁ ଆସିଛି । ଏହି ସମୟରେ ୩୪ ଜଣଙ୍କ ମୃତ୍ୟୁ ମଧ୍ୟ ଘଟିଛି ।

ମହାରାଷ୍ଟ୍ରରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଲା, କେବଳ ମୁମ୍ୱାଇରେ ୧୦ ହଜାର ମାମଲା
Image Credit: ଫଟୋ ସୌଜନ୍ୟ: ସୋସିଆଲ ମିଡିଆ

About the Author