Lal krishna Advani Bharat Ratna: ‘ଭାରତ ରତ୍ନ’ ସମ୍ମାନରେ ସମ୍ମାନିତ ହେବେ ଲାଲକୃଷ୍ଣ ଆଡଭାନୀ

Lal krishna Advani Bharat Ratna: ଭାରତର ସର୍ବୋଚ୍ଚ ସମ୍ମାନ ‘ଭାରତ ରତ୍ନ’ରେ ସମ୍ମାନିତ ହେବେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଭାନୀ । ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Lal krishna Advani Bharat Ratna: ‘ଭାରତ ରତ୍ନ’ ସମ୍ମାନରେ ସମ୍ମାନିତ ହେବେ ଲାଲକୃଷ୍ଣ ଆଡଭାନୀ
Image Credit: ସୌଜନ୍ୟ-ସୋସିଆଲ ମିଡିଆ

About the Author