ଆସିଯାଇଛି ସେପ୍ଟେମ୍ୱର ପାଇଁ LPG ସିଲିଣ୍ଡରର ନୂଆ ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ଆମେ ଆପଣଙ୍କୁ କହି ରଖୁଛୁ ଯେ, ଜୁଲାଇ ମାସରେ ୧୪ କିଲୋଗ୍ରାମ ଏଲପିଜି (LPG) ସିଲିଣ୍ଡରର ମୂଲ୍ୟ ୪ ଟଙ୍କା ବୃଦ୍ଧି କରାଯାଇଥିଲା । ଏଥି ସହିତ ଦିଲ୍ଲୀରେ ୧୪.୨ କିଲୋଗ୍ରାମ ଅଣ ସବସିଡିଯୁକ୍ତ ଏଲପିଜି ସିଲିଣ୍ଡର ଜୁନ୍ ମାସରେ ୧୧.୫୦ ଟଙ୍କା ମହଙ୍ଗା ହୋଇଥିଲା ।

ଆସିଯାଇଛି ସେପ୍ଟେମ୍ୱର ପାଇଁ  LPG ସିଲିଣ୍ଡରର ନୂଆ ଦର, ଜାଣନ୍ତୁ କ'ଣ ରହିଛି ରେଟ୍

About the Author