Nitish Kumar: ଦଶମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

ଜନତା ଦଳ ୟୁନାଇଟେଡ୍ ନେତା ନୀତିଶ କୁମାର ଆଜି ଦଶମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ବିହାରର ରାଜଧାନୀ ପାଟନାର ଐତିହାସିକ ଗାନ୍ଧୀ ମଇଦାନ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ନୀତୀଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଅରିଫ ଅହମ୍ମଦ ଖାନ ତାଙ୍କୁ ଶପଥ କରାଇଥିଲେ। ତାଙ୍କ ସହିତ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ଶପଥ

Nitish Kumar: ଦଶମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

About the Author