ରାଜଧାନୀରେ ପୁଣି ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

ଆଜି ତୈଳ କମ୍ପାନୀଗୁଡିକ ଦିଲ୍ଲୀ, ମୁମ୍ବାଇ, କୋଲକାତା ଏବଂ ଚେନ୍ନାଇରେ ପେଟ୍ରୋଲର ମୂଲ୍ୟରେ କୌଣସି ବୃଦ୍ଧି କରିନାହାଁନ୍ତି । କିନ୍ତୁ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦରରେ ୨୩ ପଇସାର ବୃଦ୍ଧି ଘଟିଛି ।

ରାଜଧାନୀରେ ପୁଣି ପେଟ୍ରୋଲ-ଡିଜେଲ ଦରରେ ବୃଦ୍ଧି, ଜାଣନ୍ତୁ ଆଜିର ରେଟ୍

About the Author