ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ପେଟ୍ରୋଲ-ଡିଜେଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ପେଟ୍ରୋଲ-ଡିଜେଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

About the Author