ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

About the Author