ବିବାହ ସିଜନରେ ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ`ଣ ରହିଛି ନୂଆ ରେଟ୍

Gold-Silver Rate: ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୪୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦,୧୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୬୦ ଟଙ୍କା ଥିଲା ।

ଜୀ ଓଡ଼ିଶା ଡେସ୍କ Wed, 23 Feb 2022-6:50 pm,
1/8

ନୂଆଦିଲ୍ଲୀ: Gold-Silver Rate: ଆଜି (ବୁଧବାର) ଅର୍ଥାତ ଫେବୃଆରୀ ୨୩ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । 

2/8

ଦେଶରେ ଗତକାଲି ସୁନା ମୂଲ୍ୟରେ ୪୧୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୧୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୦,୪୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୬,୨୫୦ ଟଙ୍କା ଥିଲା ।

3/8

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । 

4/8

ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୩୦ ଟଙ୍କା ରହିଛି । ଯାହା ଗତକାଲି ୬,୪୪୦ ଟଙ୍କା ଥିଲା ।

5/8

ଆଜି ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୪୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୨୮୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦,୧୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୬୦ ଟଙ୍କା ଥିଲା । 

6/8

ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୬,୨୫୦ ଟଙ୍କା ଥିଲା ।

7/8

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । 

ଏହା ବି ପଢ଼ନ୍ତୁ:-କୋଲେଷ୍ଟ୍ରଲ ବଢ଼ିଲେ ଏହି ତେଲରେ କେବେବି ରାନ୍ଧନ୍ତୁ ନାହିଁ ଖାଦ୍ୟ, ନଚେତ୍ ସିଧାସଳଖ ମୃତ୍ୟୁକୁ କରିବେ ଆମନ୍ତ୍ରଣ

ଏହା ବି ପଢ଼ନ୍ତୁ:-ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ପୁଟିନ, ଶୌଚାଳୟ ମଧ୍ୟ ସୁନାରେ ତିଆରି!

ଏହା ବି ପଢ଼ନ୍ତୁ:-ତୃତୀୟ ବିଶ୍ୱଯୁଦ୍ଧ ମୁହାଁ ଦୁନିଆ! ଜାଣନ୍ତୁ ୟୁକ୍ରେନ-ଋଷ ସଙ୍କଟରେ କେଉଁ ଦେଶ କାହା ସହିତ ଛିଡା ହୋଇଛି?

ଏହା ବି ପଢ଼ନ୍ତୁ:-ଋଷ ସୀମାରେ 'ପାକିସ୍ଥାନ' ପରି ଦେଶ କରିବାକୁ ଚାହୁଁଛି ଆମେରିକା, ଜାଣନ୍ତୁ କ'ଣ ରହିଛି ପ୍ଲାନ୍

8/8

ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୩୦ ଟଙ୍କା ରହିଛି । ଯାହା ଗତକାଲି ୬,୪୪୦ ଟଙ୍କା ଥିଲା ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link