ନୂଆଦିଲ୍ଲୀ: ଆଜିଠାରୁ ଆରମ୍ଭ ହୋଇଛି ଚାଳକ ବିହୀନ ମେଟ୍ରୋ ସେବା ଆରମ୍ଭ ହୋଇଛି । ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।