BAPS Hindu Mandir: ୟୁଏଇରେ ପ୍ରଥମ ହିନ୍ଦୁ ମନ୍ଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି

UAE First Hindu Temple Inauguration: ବୁଧବାର ଆବୁଧାବି ସ୍ଥିତ ବିଏପିଏସ୍‌ ସ୍ବାମୀ ନାରାୟଣ ମନ୍ଦିରର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମନ୍ଦିରର କୋଣ ଅନୁକୋଣରେ ଭାରତୀୟ କଳା, ସଂସ୍କୃତିର ଝଲକ ଦେଖିବାକୁ ମିଳିଛି। ନାଗର ଶୈଳୀରେ ନିର୍ମାଣ ହୋଇଥିବା ଏହି ମନ୍ଦିର ଗୁଜୁରାଟର ସୋମନାଥ କାଶୀ ବିଶ୍ବନାଥ ମନ୍ଦିରର ଭ୍ରମ ସୃଷ୍ଟି କରୁଛି।

BAPS Hindu Mandir: ୟୁଏଇରେ ପ୍ରଥମ ହିନ୍ଦୁ ମନ୍ଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି

About the Author