BJP National Council Meet: ଆଜି ରାଷ୍ଟ୍ରୀୟ ପରିଷଦ ବୈଠକର ଦ୍ବିତୀୟ ଦିନ, ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେବେ ପ୍ରଧାନମନ୍ତ୍ରୀ

BJP National Council Meet: ଦିଲ୍ଲୀ ପ୍ରଗତି ମୈଦାନ ସ୍ଥିତ ଭାରତ ମଣ୍ତପରେ ବିଜେପିର ଦୁଇ ଦିନିଆ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଜାରି ରହିଛି । ଏନେଇ ରବିବାର ବୈଠକର ଦ୍ବିତୀୟ ତଥା ଶେଷ ଦିନରେ ଦଳର ସମସ୍ତ ନେତା ମାନଙ୍କୁ ଗୁରୁମନ୍ତ୍ର ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

BJP National Council Meet: ଆଜି ରାଷ୍ଟ୍ରୀୟ ପରିଷଦ ବୈଠକର ଦ୍ବିତୀୟ ଦିନ, ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେବେ ପ୍ରଧାନମନ୍ତ୍ରୀ

About the Author