President Droupadi Murmu: ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ଚଳିତ ମାସ ଶେଷ ଆଡ଼କୁ ଓଡ଼ିଶା ଗସ୍ତରେ ଆସିପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲହେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୭ ତାରିଖରେ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଥିବାରୁ ଗୃହକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ମଧ୍

President Droupadi Murmu: ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

About the Author