Repo Rate: ଲଗାତାର ଷଷ୍ଠ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ

Repo Rate: କେନ୍ଦ୍ରୀୟ ରିଜର୍ଭ ବ୍ୟାଙ୍କର ମୁଦ୍ରା ନୀତି କମିଟି ପୁଣିଥରେ ରେପୋ ରେଟରେ କୌଣସି ପରିବର୍ତ୍ତନ କରିନାହିଁ। କ୍ରମାଗତ ଷଷ୍ଠ ଥର ପାଇଁ ରେପୋ ହାରକୁ 6.5% ରଖିବାକୁ ନିଷ୍ପତ୍ତି ନିଆଯାଇଛି।

Repo Rate: ଲଗାତାର ଷଷ୍ଠ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ
Image Credit: ସୌଜନ୍ୟ-ସୋସିଆଲ ମିଡିଆ

About the Author